Hosea 5:12 — Compare Translations

5 translations compared side by side

Odia - 1840
"କୀଟ ବସ୍ତ୍ରକୁ ନଷ୍ଟ କଲାପରି ଆମ୍ଭେ ଇଫ୍ରଯିମକୁ ଧ୍ବଂସ କରିବା। ଆମ୍ଭେ ଯିହୁଦାକୁ ସଢାଇ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ଵରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ଵରୂପ ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
କୀଟ ବସ୍ତ୍ରକୁ ନଷ୍ଟ କଲାପରି ଆମ୍ଭେ ଇଫ୍ରୟିମକୁ ଧ୍ୱଂସ କରିବା। ଆମ୍ଭେ ଯିହୁଦାକୁ ସଢ଼ାଇ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।