Hosea 5:13 — Compare Translations
5 translations compared side by side
Odia - 1840
"ଇଫ୍ରଯିମ ତା'ର ପୀଡିତାବସ୍ଥା ଦେଖିଲା ଓ ଯିହୁଦା ତା'ର କ୍ଷତକୁ ଦେଖିଲା। ଏହି କାରଣରୁ ଇଫ୍ରଯିମ ଅଶୂରକୁ ସାହାୟ୍ଯ ପାଇଁ ଗଲା। ସମାନେେ ସହେି ମହାରାଜାଙ୍କୁ ସମାନଙ୍କେର ସମସ୍ଯା ଜଣାଇଲେ। କିନ୍ତୁ ରାଜା ସମାନଙ୍କେୁ ଆରୋଗ୍ୟ କରିବାକୁ ଅସମର୍ଥ, ସେ ସମାନଙ୍କେର କ୍ଷତଗୁଡିକୁ ଆରୋଗ୍ୟ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ପାରେ ନାହିଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ ତା’ର ପୀଡ଼ିତାବସ୍ଥା ଦେଖିଲା ଓ ଯିହୁଦା ତା’ର କ୍ଷତକୁ ଦେଖିଲା। ଏହି କାରଣରୁ ଇଫ୍ରୟିମ ଅଶୂରକୁ ସାହାଯ୍ୟ ପାଇଁ ଗଲା। ସେମାନେ ସେହି ମହାରାଜାଙ୍କୁ ସେମାନଙ୍କର ସମସ୍ୟା ଜଣାଇଲେ। କିନ୍ତୁ ରାଜା ସେମାନଙ୍କୁ ଆରୋଗ୍ୟ କରିବାକୁ ଅସମର୍ଥ, ସେ ସେମାନଙ୍କର କ୍ଷତଗୁଡ଼ିକୁ ଆରୋଗ୍ୟ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)