Hosea 5:14 — Compare Translations
5 translations compared side by side
Odia - 1840
"କାହିଁକି ସେ ଏହା ପାରିବେ ନାହିଁ? କାରଣ ଆମ୍ଭେ ସିଂହ ସଦୃଶ ଇଫ୍ରଯିମଙ୍କୁ ଆକ୍ରମଣ କରିବା। ୟୁବାସିଂହ ସଦୃଶ ଆମ୍ଭେ ଯିହୁଦା ରାଜ୍ଯକୁ ଆକ୍ରମଣ କରିବା। ହଁ ଆମ୍ଭେ ସଦାପ୍ରଭୁ, ସମାନଙ୍କେୁ ଖଣ୍ତ ଖଣ୍ତ କରି ଚିରିଦବୋ। ଆମ୍ଭେ ସମାନଙ୍କେୁ ବହୁଦୂରକୁ ନଇୟିବୋ ଏବଂ କହେି ସମାନଙ୍କେୁ ରକ୍ଷା କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା । ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା; ଆମ୍ଭେ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ସେ ଏହା ପାରିବେ ନାହିଁ? କାରଣ ଆମ୍ଭେ ସିଂହ ସଦୃଶ ଇଫ୍ରୟିମଙ୍କୁ ଆକ୍ରମଣ କରିବା। ଯୁବାସିଂହ ସଦୃଶ ଆମ୍ଭେ ଯିହୁଦା ରାଜ୍ୟକୁ ଆକ୍ରମଣ କରିବା। ହଁ ଆମ୍ଭେ ସଦାପ୍ରଭୁ, ସେମାନଙ୍କୁ ଖଣ୍ତ ଖଣ୍ତ କରି ଚିରିଦେବା। ଆମ୍ଭେ ସେମାନଙ୍କୁ ବହୁଦୂରକୁ ନେଇଯିବା ଏବଂ କେହି ସେମାନଙ୍କୁ ରକ୍ଷା କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।