Hosea 5:15 — Compare Translations
5 translations compared side by side
Odia - 1840
"ଆମ୍ଭେ ଆମ୍ଭର ଗୃହକୁ ଫରେିବା ଯେତବେେଳେ ଲୋକମାନେ ସମାନଙ୍କେର ଦୋଷ ସ୍ବୀକାର କରିବେ ଏବଂ ଆମ୍ଭଙ୍କୁ କ୍ଷମା ମାଗିବେ। ହଁ, ସମାନେେ ଦୁଃଖ ରେ ଆମ୍ଭଙ୍କୁ ପାଇବାକୁ କଠାେର ଚେଷ୍ଟା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ଆପଣା ଅପରାଧ ସ୍ଵୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଯନିରେ ଆମ୍ଭର ଅନ୍ଵେଷଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆମ୍ଭର ଗୃହକୁ ଫେରିବା ଯେତେବେଳେ ଲୋକମାନେ ସେମାନଙ୍କର ଦୋଷ ସ୍ୱୀକାର କରିବେ ଏବଂ ଆମ୍ଭଙ୍କୁ କ୍ଷମା ମାଗିବେ। ହଁ, ସେମାନେ ଦୁଃଖରେ ଆମ୍ଭଙ୍କୁ ପାଇବାକୁ କଠୋର ଚେଷ୍ଟା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।