Hosea 5:2 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ବହୁ ମନ୍ଦ କାର୍ୟ୍ଯ କରିଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେସମସ୍ତଙ୍କର ଅନୁଯୋଗକାରୀ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବହୁ ମନ୍ଦକାର୍ଯ୍ୟ କରିଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ।