Hosea 5:3 — Compare Translations

5 translations compared side by side

Odia - 1840
"ଆମ୍ଭେ ଇଫ୍ରଯିମକୁ ଜାଣୁ ଓ ଇଶ୍ରାୟେଲ ଯାହାସବୁ କରିଛି ତାହା ମଧ୍ଯ ଜାଣୁ। ହେ ଇଫ୍ରଯିମ, ତୁମ୍ଭେ ବର୍ତ୍ତମାନଠାରୁ ତୁମ୍ଭେ ଗଣିକାପରି କାର୍ୟ୍ଯ କରୁଛ। ଇଶ୍ରାୟେଲ ପାପ ରେ କଳୁଷିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଆଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଯାହାସବୁ କରିଛି ତାହା ମଧ୍ୟ ଜାଣୁ। ହେ ଇଫ୍ରୟିମ, ତୁମ୍ଭେ ବର୍ତ୍ତମାନଠାରୁ ତୁମ୍ଭେ ଗଣିକାପରି କାର୍ଯ୍ୟ କରୁଛ। ଇସ୍ରାଏଲ ପାପରେ କଳୁଷିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି।