Hosea 5:4 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ବହୁ ମନ୍ଦ କାର୍ୟ୍ଯ କରିଛନ୍ତି ଏବଂ ସହେିସବୁ ମନ୍ଦ କାର୍ୟ୍ଯ ସମାନଙ୍କେୁ ପରମେଶ୍ବରଙ୍କ ନିକଟକୁ ଫରେିବାଠାରୁ ଦୂ ରଇେ ଦଇେଛି। ସମାନେେ ସର୍ବଦା ପ୍ରତିମାଙ୍କ ପଛ ରେ ଧାଇଁ ବାକୁ ଚିନ୍ତା କରୁଛନ୍ତି। ସମାନେେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣୁ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ବହୁ ମନ୍ଦକାର୍ଯ୍ୟ କରିଛନ୍ତି ଏବଂ ସେହିସବୁ ମନ୍ଦକାର୍ଯ୍ୟ ସେମାନଙ୍କୁ ପରମେଶ୍ୱରଙ୍କ ନିକଟକୁ ଫେରିବାଠାରୁ ଦୂରେଇ ଦେଇଛି। ସେମାନେ ସର୍ବଦା ପ୍ରତିମାର ପଛରେ ଧାଇଁ ବାକୁ ଚିନ୍ତା କରୁଛନ୍ତି। ସେମାନେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣୁ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ।