Hosea 5:6 — Compare Translations
5 translations compared side by side
Odia - 1840
" ସହେି ଲୋକମାନଙ୍କର ନେତାମାନେ ସଦାପ୍ରଭୁଙ୍କ ଅନ୍ବଷେଣ ରେ ଗଲେ। ସମାନେେ ସମାନଙ୍କେ ସହିତ ' ମଷେ' ଓ 'ଗାଈମାନଙ୍କୁ' ନେଲେ। କିନ୍ତୁ ସଦାପ୍ରଭୁଙ୍କୁ ସମାନେେ ପାଇଲେ ନାହିଁ। କାହିଁକି ପାଇଲେ ନାହିଁ? କାରଣ ସଦାପ୍ରଭୁ ସମାନଙ୍କେୁ ପରିତ୍ଯାଗ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ଲୋକମାନଙ୍କର ନେତାମାନେ ସଦାପ୍ରଭୁଙ୍କ ଅନ୍ୱେଷଣରେ ଗଲେ। ସେମାନେ ସେମାନଙ୍କ ସହିତ ମେଷ ଓ ଗାଈମାନଙ୍କୁ ନେଲେ। କିନ୍ତୁ ସଦାପ୍ରଭୁଙ୍କୁ ସେମାନେ ପାଇଲେ ନାହିଁ। କାରଣ ସଦାପ୍ରଭୁ ସେମାନଙ୍କୁ ପରିତ୍ୟାଗ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।