Hosea 5:7 — Compare Translations

5 translations compared side by side

Odia - 1840
"ସମାନେେ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବସ୍ତ ହାଇେଛନ୍ତି। ସମାନେେ ଅବୈଧ ସନ୍ତାନଙ୍କୁ ଜନ୍ମ ଦଇେଛନ୍ତି। ଏବଂ ବର୍ତ୍ତମାନ ସମାନେେ ଓ ସମାନଙ୍କେର ଦେଶଗୁଡିକୁ ଆସନ୍ତା ମାସ ରେ ଧ୍ବଂସ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିଶ୍ଵାସ-ଘାତକତା କରିଅଛନ୍ତି; କାରଣ ସେମାନେ ବିଦେଶୀୟ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱସ୍ତ ହୋଇଛନ୍ତି। ସେମାନେ ଅବୈଧ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ଏବଂ ବର୍ତ୍ତମାନ ସେମାନେ ଓ ସେମାନଙ୍କର ଦେଶଗୁଡ଼ିକୁ ଆସନ୍ତା ମାସରେ ଧ୍ୱଂସ କରାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି; କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି; କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।

Recommended Reading