Hosea 5:8 — Compare Translations

5 translations compared side by side

Odia - 1840
"ଗିବିଯା ରେ ଶିଙ୍ଗା ବଜାଅ। ରାମା ରେ ତୂରୀ ବଜାଅ। ବୈଥ-ଆବନ ରେ ସତର୍କ କରିଦିଅ। ହେ ବିନ୍ଯାମୀନ, ତୁମ୍ଭର ପଛ ରେ ଶତୃଗଣ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ଵନି କର, ରାମାରେ ତୂରୀ ବଜାଅ; ବୈଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଧ୍ୱଂସର ଏକ ଭବିଷ୍ୟ‌ଦ୍‌ବାଣୀ “ଗିବିୟାରେ ତୂରୀ ବଜାଅ। ରାମାରେ ତୂରୀ ବଜାଅ। ବୈଥ-ଆବନରେ ସତର୍କ କରିଦିଅ। ହେ ବିନ୍ୟାମୀନ, ତୁମ୍ଭର ପଛରେ ଶତ୍ରୁଗଣ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,