Hosea 5:9 — Compare Translations
5 translations compared side by side
Odia - 1840
"ଦଣ୍ତ ଦବୋ ସମୟରେ ଇଫ୍ରଯିମ ସର୍ବହରା ହାଇଯେିବ। ଆମ୍ଭେ ଇଶ୍ରାୟେଲ ପରିବାରମାନଙ୍କୁ ସତର୍କ କରି ଦେଉଛୁ ଯେ ସେସବୁ ପ୍ରକୃତ ରେ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ଵଂସସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦଣ୍ତ ଦେବା ସମୟରେ ଇଫ୍ରୟିମ ସର୍ବହରା ହୋଇଯିବ। ଆମ୍ଭେ ଇସ୍ରାଏଲ ପରିବାରମାନଙ୍କୁ ସତର୍କ କରି ଦେଉଛୁ ଯେ ସେସବୁ ପ୍ରକୃତରେ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।