Hosea 6:1 — Compare Translations

5 translations compared side by side

Odia - 1840
"ଆସ, ସଦାପ୍ରଭୁଙ୍କ ପାଖକୁ ଫରେିୟିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ଯ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତ ରେ ପଟି ବାନ୍ଧି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ନିକଟକୁ ଫେରିବାର ପୁରସ୍କାର “ଆସ, ସଦାପ୍ରଭୁଙ୍କ ପାଖକୁ ଫେରିଯିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ୟ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତରେ ପଟି ବାନ୍ଧି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
Odia IRV 2017 (ଓଡିଆ ବାଇବେଲ)
ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।