Hosea 6:10 — Compare Translations

5 translations compared side by side

Odia - 1840
"ଆମ୍ଭେ ଇଶ୍ରାୟେଲ ରାଜ୍ଯ ରେ ଗୋଟିଏ ଭୟଙ୍କର ଜିନିଷ ଦେଖିଛୁ। ଇଫ୍ରଯିମ ପରମେଶ୍ବରଙ୍କ ପ୍ରତି ଅବିଶ୍ବସ୍ତ ଥିଲେ। ଇଶ୍ରାୟେଲ ପାପ ରେ କଳୁଷିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଇସ୍ରାଏଲ-ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଇସ୍ରାଏଲ ରାଜ୍ୟରେ ଗୋଟିଏ ଭୟଙ୍କର ଜିନିଷ ଦେଖିଛୁ। ଇଫ୍ରୟିମ ପରମେଶ୍ୱରଙ୍କ ପ୍ରତି ଅବିଶ୍ୱସ୍ତ ଥିଲେ। ଇସ୍ରାଏଲ ପାପରେ କଳୁଷିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।