Hosea 6:11 — Compare Translations

5 translations compared side by side

Odia - 1840
"ହେ ଯିହୁଦା, ତୁମ୍ଭପାଇଁ ଅମଳର ସମୟ ଅଛି। ଏହା ହିଁ ଘଟିବ। ଏକ ସମୟରେ ଆମ୍ଭେ ଆମ୍ଭର ଲୋକମାନଙ୍କୁ ବନ୍ଦୀ ଅବସ୍ଥାରୁ ମୁକ୍ତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ଵରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ତରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିହୁଦା, ତୁମ୍ଭ ପାଇଁ ଅମଳର ସମୟ ଅଛି। ଏହା ହିଁ ଘଟିବ। ଏକ ସମୟରେ ଆମ୍ଭେ ଆମ୍ଭର ଲୋକମାନଙ୍କୁ ବନ୍ଦୀ ଅବସ୍ଥାରୁ ମୁକ୍ତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।