Hosea 6:2 — Compare Translations

5 translations compared side by side

Odia - 1840
"ଦୁଇ ଦିନ ପ ରେ ସେ ଆମ୍ଭମାନଙ୍କୁ ପୁନର୍ଜୀବନ ଦବେେ। ତିନି ଦିନ ପ ରେ ସେ ଆମ୍ଭକୁ ଛିଡା କରାଇବେ। ତା'ପ ରେ ଆମ୍ଭେ ତାଙ୍କ ନିକଟରେ ବଞ୍ଚି ଉଠିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇ ଦିନ ପରେ ସେ ଆମ୍ଭମାନଙ୍କୁ ପୁନର୍ଜୀବନ ଦେବେ। ତିନି ଦିନ ପରେ ସେ ଆମ୍ଭକୁ ଛିଡ଼ା କରାଇବେ। ତା’ପରେ ଆମ୍ଭେ ତାଙ୍କ ନିକଟରେ ବଞ୍ଚି ଉଠିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
Odia IRV 2017 (ଓଡିଆ ବାଇବେଲ)
ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।