Hosea 6:3 — Compare Translations

5 translations compared side by side

Odia - 1840
"ଆସ, ସଦାପ୍ରଭୁଙ୍କ ସମ୍ବନ୍ଧ ରେ ଅଧ୍ଯଯନ କରିବା। ତାଙ୍କ ସମ୍ବନ୍ଧ ରେ ଅଧିକ ଜାଣିବା ପାଇଁ କଠାେର ଅଧ୍ଯବସାଯ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମଯ କଲା ପରି ପରମେଶ୍ବର ଆମ୍ଭମାନଙ୍କ ନିକଟକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜ୍ଞାତ ହେବା ପାଇଁ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ଅରୁଣୋଦୟର ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସ, ସଦାପ୍ରଭୁଙ୍କ ସମ୍ବନ୍ଧରେ ଅଧ୍ୟୟନ କରିବା। ତାଙ୍କ ସମ୍ବନ୍ଧରେ ଅଧିକ ଜାଣିବା ପାଇଁ କଠୋର ଅଧ୍ୟବସାୟ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମୟ କଲା ପରି ପରମେଶ୍ୱର ଆମ୍ଭମାନଙ୍କ ନିକଟକୁ ଆସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।