Hosea 6:4 — Compare Translations
5 translations compared side by side
Odia - 1840
" ହେ ଇଫ୍ରଯିମ, ହେ ଯିହୁଦା, ଆମ୍ଭେ ତୁମ୍ଭମାନଙ୍କ ପ୍ରତି କିପରି ବ୍ଯବହାର କରିବୁ? ତୁମ୍ଭମାନଙ୍କର ବିଶ୍ବସ୍ତତା ସକାଳର କୁହୁଡି ଓ କାକର ପରି ଅଟେ ଯେ କି ଅତି ପ୍ରତ୍ଯୁଷ ରେ ଉଭଇେ ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ବିଶ୍ୱସ୍ତ ନୁହନ୍ତି “ହେ ଇଫ୍ରୟିମ, ହେ ଯିହୁଦା, ଆମ୍ଭେ ତୁମ୍ଭମାନଙ୍କ ପ୍ରତି କିପରି ବ୍ୟବହାର କରିବୁ? ତୁମ୍ଭମାନଙ୍କର ବିଶ୍ୱସ୍ତତା ସକାଳର କୁହୁଡ଼ି ଓ କାକର ପରି ଅଟେ ଯେ କି ଅତି ପ୍ରତ୍ୟୁଷରେ ଉଭେଇ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃ କାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।