Hosea 6:5 — Compare Translations

5 translations compared side by side

Odia - 1840
"ଆମ୍ଭେ ସମାନଙ୍କେୁ ନିପାତ କରିବା ପାଇଁ ଭବିଷ୍ଯତ୍ବକ୍ତାମାନଙ୍କୁ ନିୟୁକ୍ତି କଲୁ ଓ ଆମ୍ଭେ ଆପଣା ଆଦେଶ ରେ ଲୋକମାନଙ୍କୁ ମୃତ୍ଯୁ ଦଲେୁ। କିନ୍ତୁ ସହେି ନିର୍ଣ୍ଣଯରୁ ନ୍ଯାଯ ସଦୃଶ ଆଲୋକ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ସେମାନଙ୍କୁ ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ଵାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ତାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କୁ ନିପାତ କରିବା ପାଇଁ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ନିଯୁକ୍ତି କଲୁ ଓ ଆମ୍ଭେ ଆପଣା ଆଦେଶରେ ଲୋକମାନଙ୍କୁ ମୃତ୍ୟୁ ଦେଲୁ। କିନ୍ତୁ ସେହି ନିର୍ଣ୍ଣୟରୁ ନ୍ୟାୟ ସଦୃଶ ଆଲୋକ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖ ନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।