Hosea 6:7 — Compare Translations
5 translations compared side by side
Odia - 1840
"କିନ୍ତୁ ଠିକ୍ ଆଦମ ପରି ସମାନେେ ଚୁକ୍ତି ଭଙ୍ଗ କଲେ। ସମାନେେ ନିଜ ଭୂମିରେ ଆମ୍ଭ ସହିତ ପ୍ରତାରଣା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେସ୍ଥାନରେ ସେମାନେ ଆମ୍ଭ ପ୍ରତିକୂଳରେ ବିଶ୍ଵାସଘାତକତା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଠିକ୍ ଆଦମ ପରି ସେମାନେ ଚୁକ୍ତି ଭଙ୍ଗ କଲେ। ସେମାନେ ନିଜ ଭୂମିରେ ଆମ୍ଭ ସହିତ ପ୍ରତାରଣା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି।