Hosea 6:8 — Compare Translations

5 translations compared side by side

Odia - 1840
"ଗିଲିଯଦ ଗୋଟିଏ ସହର ଯେ କି ମନ୍ଦ କାର୍ୟ୍ଯ କରୁଥିବା ଲୋକମାନଙ୍କ ରେ ପରିପୂର୍ଣ୍ଣ, ହତ୍ଯାକାରୀମାନଙ୍କର ରକ୍ତାକ୍ତ ପାଦ ଚିହ୍ନ ରେ ରଂଜିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗିଲିୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଗିଲିୟଦ ଗୋଟିଏ ସହର ଯେ କି ମନ୍ଦକାର୍ଯ୍ୟ କରୁଥିବା ଲୋକମାନଙ୍କରେ ପରିପୂର୍ଣ୍ଣ, ହତ୍ୟାକାରୀମାନଙ୍କର ରକ୍ତାକ୍ତ ପାଦ ଚିହ୍ନରେ ରଞ୍ଜିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।