Hosea 6:9 — Compare Translations

5 translations compared side by side

Odia - 1840
"ଡକାଯତମାନଙ୍କ ପରି ସମାନେେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଅପେକ୍ଷା କରନ୍ତି। ସହେିପରି, ଯାଜକଙ୍କ ଦଳ ଶିଖିମକୁ ଯାଉଥିବା ଲୋକମାନଙ୍କୁ ରାସ୍ତା ରେ ଅପେକ୍ଷା କରନ୍ତି ଓ ସମାନଙ୍କେୁ ଆକ୍ରମଣ କରନ୍ତି। ସମାନେେ ଏକତ୍ରୀତ ହାଇେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଡକାଇତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଡକାୟତମାନଙ୍କ ପରି ସେମାନେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଅପେକ୍ଷା କରନ୍ତି। ସେହିପରି, ଯାଜକଙ୍କ ଦଳ ଶିଖିମକୁ ଯାଉଥିବା ଲୋକମାନଙ୍କୁ ରାସ୍ତାରେ ଅପେକ୍ଷା କରନ୍ତି ଓ ସେମାନଙ୍କୁ ଆକ୍ରମଣ କରନ୍ତି। ସେମାନେ ଏକତ୍ରିତ ହୋଇ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।