Hosea 7:1 — Compare Translations

5 translations compared side by side

Odia - 1840
"ଆମ୍ଭେ ଇଶ୍ରାୟେଲକୁ ସୁସ୍ଥ କରିବା। ତା'ପ ରେ ଲୋକମାନେ ଜାଣିବେ ଯେ ଇଫ୍ରଯିମ ପାପ କରିଥିଲା। ଶମରିଯାର ପାପ ଆଚରଣ ବିଷଯ ରେ ଲୋକମାନେ ଜାଣିବେ। ସହେି ସହର ରେ ଗ୍ଭରମାନେେ ୟାତାଯତ କରୁଛନ୍ତି ଲୋକମାନେ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାଇତ-ଦଳ ବାହାରେ ଲୁଟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ଇସ୍ରାଏଲକୁ ସୁସ୍ଥ କରିବା। ତା’ପରେ ଲୋକମାନେ ଜାଣିବେ ଯେ ଇଫ୍ରୟିମ ପାପ କରିଥିଲା। ଶମରିୟାର ପାପ ଆଚରଣ ବିଷୟରେ ଲୋକମାନେ ଜାଣିବେ। ସେହି ସହରରେ ଗ୍ଭେରମାନେ ଯାତାୟାତ କରୁଛନ୍ତି ଲୋକମାନେ ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।