Hosea 7:10 — Compare Translations
5 translations compared side by side
Odia - 1840
"ଇଫ୍ରଯିମର ଗର୍ବ ତା' ବିରୁଦ୍ଧ ରେ ସାକ୍ଷୀ ଦିଏ। ଯଦିଓ ଲୋକମାନଙ୍କର ଅନକଗେୁଡିଏ ଦୁଃଖ ଥିଲା, ତଥାପି ସମାନେେ ସଦାପ୍ରଭୁଙ୍କ ନିକଟକୁ ଫରେି ନଥିଲେ କି ସଦାପ୍ରଭୁଙ୍କର ସାହାୟ୍ଯ ମାଗି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏସବୁ ଘଟିଲେ ହେଁ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମର ଗର୍ବ ତା’ ବିରୁଦ୍ଧରେ ସାକ୍ଷୀ ଦିଏ। ଯଦିଓ ଲୋକମାନଙ୍କର ଅନେକଗୁଡ଼ିଏ ଦୁଃଖ ଥିଲା, ତଥାପି ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ନ ଥିଲେ କି ସଦାପ୍ରଭୁଙ୍କର ସାହାଯ୍ୟ ମାଗି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।