Hosea 7:11 — Compare Translations
5 translations compared side by side
Odia - 1840
"ତେଣୁ ଇଫ୍ରଯିମ ବିଗ୍ଭର ଶକ୍ତିହୀନ ନିର୍ବୋଧ କପୋତ ପାଲଟି ୟାଇଛି। ତା'ର ଲୋକମାନେ ମିଶରକୁ ସାହାୟ୍ଯ ଭିକ୍ଷା କଲେ ଓ ଅଶୂରକୁ ସାହାୟ୍ଯ ପାଇଁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି, ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇଫ୍ରୟିମ ବିଗ୍ଭର ଶକ୍ତିହୀନ ନିର୍ବୋଧ କପୋତ ପାଲଟି ଯାଇଛି। ତା’ର ଲୋକମାନେ ମିଶରକୁ ସାହାଯ୍ୟ ଭିକ୍ଷା କଲେ ଓ ଅଶୂରକୁ ସାହାଯ୍ୟ ପାଇଁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।