Hosea 7:12 — Compare Translations

5 translations compared side by side

Odia - 1840
"ସମାନେେ ଯେଉଁ ଯେଉଁ ଦେଶକୁ ସାହାୟ୍ଯ ପାଇଁ ଯିବେ ଆମ୍ଭେ ସମାନଙ୍କେ ଉପ ରେ ଆମ୍ଭର ଜାଲ ବିଛାଇ ଦବୋ ଏବଂ ଆକାଶର ପକ୍ଷୀକୁ ତଳକୁ ଆଣିଲା ପରି ତଳକୁ ଘନେି ଆସିବା। ସମାନଙ୍କେର ଚୁକ୍ତି ପାଇଁ ସମାନଙ୍କେୁ ଦଣ୍ତଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯେଉଁ ଯେଉଁ ଦେଶକୁ ସାହାଯ୍ୟ ପାଇଁ ଯିବେ ଆମ୍ଭେ ସେମାନଙ୍କ ଉପରେ ଆମ୍ଭର ଜାଲ ବିଛାଇ ଦେବା ଏବଂ ଆକାଶର ପକ୍ଷୀକୁ ତଳକୁ ଆଣିଲା ପରି ତଳକୁ ଘେନି ଆସିବା। ସେମାନଙ୍କର ଚୁକ୍ତି ପାଇଁ ସେମାନଙ୍କୁ ଦଣ୍ତଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।