Hosea 7:13 — Compare Translations

5 translations compared side by side

Odia - 1840
"ସମାନଙ୍କେ ପାଇଁ ଏହା ଅତି ମନ୍ଦ ହବେ। ସମାନେେ ଆମ୍ଭଙ୍କୁ ପରିତ୍ଯାଗ କରିଥିଲେ ଏବଂ ଅମାନ୍ଯ କରିଥିଲେ। ତେଣୁ ସମାନେେ ବିନଷ୍ଟ ହବେେ। ଆମ୍ଭେ ସମାନଙ୍କେୁ ରକ୍ଷା କରିଥିଲୁ କିନ୍ତୁ ସମାନେେ ଆମ୍ଭ ବିରୁଦ୍ଧ ରେ ମିଥ୍ଯା କହୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସନ୍ତାପର ପାତ୍ର! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ହେଁ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ପାଇଁ ଏହା ଅତି ମନ୍ଦ ହେବ। ସେମାନେ ଆମ୍ଭଙ୍କୁ ପରିତ୍ୟାଗ କରିଥିଲେ ଏବଂ ଅମାନ୍ୟ କରିଥିଲେ। ତେଣୁ ସେମାନେ ବିନଷ୍ଟ ହେବେ। ଆମ୍ଭେ ସେମାନଙ୍କୁ ରକ୍ଷା କରିଥିଲୁ କିନ୍ତୁ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କହୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସନ୍ତାପର ପାତ୍ର! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)