Hosea 7:14 — Compare Translations

5 translations compared side by side

Odia - 1840
"ସମାନେେ କବେେ ଆନ୍ତରିକତା ସହ ଆମ୍ଭଙ୍କୁ ଡାକନ୍ତି ନାହିଁ। ସମାନେେ ସମାନଙ୍କେ ବିଛଣା ରେ କ୍ରନ୍ଦନ କରନ୍ତି। ଯେତବେେଳେ ସମାନେେ ମୂର୍ତ୍ତିଗୁଡିକୁ ଖାଦ୍ୟ ଓ ଦ୍ରାକ୍ଷାରସ ପାଇଁ ପୂଜା କରନ୍ତି। ସମାନେେ ନିଜେ ନିଜକୁ ହତ୍ଯା କରନ୍ତି। କିନ୍ତୁ ସମାନଙ୍କେ ଅନ୍ତରସବୁ ମାଠାରୁେ ଦୂ ରଇେ ୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସର ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କେବେ ଆନ୍ତରିକତା ସହ ଆମ୍ଭଙ୍କୁ ଡାକନ୍ତି ନାହିଁ। ସେମାନେ ସେମାନଙ୍କ ବିଛଣାରେ କ୍ରନ୍ଦନ କରନ୍ତି। ଯେତେବେଳେ ସେମାନେ ମୂର୍ତ୍ତିଗୁଡ଼ିକୁ ଖାଦ୍ୟ ଓ ଦ୍ରାକ୍ଷାରସ ପାଇଁ ପୂଜା କରନ୍ତି। ସେମାନେ ନିଜେ ନିଜକୁ ହତ୍ୟା କରନ୍ତି। କିନ୍ତୁ ସେମାନଙ୍କ ଅନ୍ତରସବୁ ମୋ’ଠାରୁ ଦୂରେଇ ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)