Hosea 7:15 — Compare Translations
5 translations compared side by side
Odia - 1840
"ଯଦିଓ ଆମ୍ଭେ ସମାନଙ୍କେୁ ତାଲିମ ଦଇେ ଶୃଙ୍ଖଳିତ କଲୁ ଓ ସମାନଙ୍କେର ବାହୁକୁ ଶକ୍ତିଶାଳୀ କରାଇଲୁ, ତଥାପି ସମାନେେ ଆମ୍ଭ ବିରୁଦ୍ଧ ରେ ମନ୍ଦ ଯୋଜନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ହେଁ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ଆମ୍ଭେ ସେମାନଙ୍କୁ ତାଲିମ ଦେଇ ଶୃଙ୍ଖଳିତ କଲୁ ଓ ସେମାନଙ୍କର ବାହୁକୁ ଶକ୍ତିଶାଳୀ କରାଇଲୁ, ତଥାପି ସେମାନେ ଆମ୍ଭ ବିରୁଦ୍ଧରେ ମନ୍ଦ ଯୋଜନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି।