Hosea 7:16 — Compare Translations
5 translations compared side by side
Odia - 1840
"କିନ୍ତୁ ସମାନେେ ଆମ୍ଭ ନିକଟକୁ ଫରେି ଆସିଲେ ନାହିଁ। ସମାନେେ ଗୋଟିଏ ତୃଟିପୂର୍ଣ୍ଣ ବୁମରୋଂ ପରି ବ୍ଯବହାର କଲେ। ସମାନଙ୍କେର ନେତାମାନେ ସମାନଙ୍କେର ଶକ୍ତି ଉପ ରେ ବୃଥା ବଡିମା ଦଖାେଉଥିଲେ କିନ୍ତୁ ସମାନେେ ଖଣ୍ତା ରେ ନିହତ ହବେେ ଏବଂ ମିଶରବାସୀଙ୍କ ଦ୍ବାରା ଉପହାସର ପାତ୍ର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଫେରି ଆସନ୍ତି ପ୍ରମାଣ, ମାତ୍ର ଊର୍ଦ୍ଧ୍ଵସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କର ଅଧିପତିମାନେ ଆପଣା ଆପଣା ଜିହ୍ଵାର ପ୍ରଚଣ୍ତତା ହେତୁରୁ ଖଡ଼୍ଗ ଦ୍ଵାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ଆମ୍ଭ ନିକଟକୁ ଫେରି ଆସିଲେ ନାହିଁ। ସେମାନେ ଗୋଟିଏ ତୃଟିପୂର୍ଣ୍ଣ ବୁମେରାଂ ପରି ବ୍ୟବହାର କଲେ। ସେମାନଙ୍କର ନେତାମାନେ ସେମାନଙ୍କର ଶକ୍ତି ଉପରେ ବୃଥା ବଡ଼ିମା ଦେଖାଉଥିଲେ କିନ୍ତୁ ସେମାନେ ଖଣ୍ଡାରେ ନିହତ ହେବେ ଏବଂ ମିଶରବାସୀଙ୍କ ଦ୍ୱାରା ଉପହାସର ପାତ୍ର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।
Odia IRV 2017 (ଓଡିଆ ବାଇବେଲ)