Hosea 7:2 — Compare Translations

5 translations compared side by side

Odia - 1840
"ସମାନଙ୍କେର ଦୋଷକୁ ଆମ୍ଭେ ସ୍ମରଣ କରିବା ସହେି ଲୋକମାନେ ବିଶ୍ବାସ କରନ୍ତି ନାହିଁ। ସମାନେେ ଯେଉଁ ମନ୍ଦ କାର୍ୟ୍ଯ ସବୁ ଗ୍ଭରିଆଡେ କରିଥିଲେ ଆମ୍ଭେ ସ୍ପଷ୍ଟ ଭାବରେ ଦେଖି ପାରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ବେଷ୍ଟନ କରିଅଛି; ସେସବୁ ଆମ୍ଭ ସମ୍ମୁଖରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଦୋଷକୁ ଆମ୍ଭେ ସ୍ମରଣ କରିବା ସେହି ଲୋକମାନେ ବିଶ୍ୱାସ କରନ୍ତି ନାହିଁ। ସେମାନେ ଯେଉଁ ମନ୍ଦକାର୍ଯ୍ୟସବୁ ଗ୍ଭରିଆଡ଼େ କରିଥିଲେ ଆମ୍ଭେ ସ୍ପଷ୍ଟ ଭାବରେ ଦେଖି ପାରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରି ଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।