Hosea 7:3 — Compare Translations
5 translations compared side by side
Odia - 1840
"ସମାନଙ୍କେର ମନ୍ଦ କାର୍ୟ୍ଯ ସମାନଙ୍କେର ରାଜାଙ୍କୁ ଖୁସୀ କରେ। ସମାନଙ୍କେର ମିଥ୍ଯା ସମାନଙ୍କେର ନେତାଙ୍କୁ ଆନନ୍ଦ ପ୍ରଦାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ଵାରା ରାଜାକୁଓ ଆପଣାମାନଙ୍କ ମିଥ୍ୟା ଦ୍ଵାରା ଅଧିପତିମାନଙ୍କୁ ଆନନ୍ଦିତ କରାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ମନ୍ଦକାର୍ଯ୍ୟ ସେମାନଙ୍କର ରାଜାଙ୍କୁ ଖୁସୀ କରେ। ସେମାନଙ୍କର ମିଥ୍ୟା ସେମାନଙ୍କର ନେତାଙ୍କୁ ଆନନ୍ଦ ପ୍ରଦାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।