Hosea 7:4 — Compare Translations

5 translations compared side by side

Odia - 1840
"ସମସ୍ତ ଲୋକମାନେ ବ୍ଯଭିଗ୍ଭରୀ ଅଟନ୍ତି। ସମାନେେ ରୋଟୀ ପ୍ରସ୍ତୁତକାରୀ ତନ୍ଦୁରର ଉତ୍ତପ୍ତଠାରୁ ଅଧିକ ଉତ୍ତପ୍ତ ଥିବା ତନ୍ଦୁର ଗ୍ଭରିପଟେ ଗ୍ଭଲନ୍ତି। ରୋଟୀ ପ୍ରସ୍ତୁତକାରୀ ଅଟା ଦଳୁଥାଏ, ଯେଉଁ ପର୍ୟ୍ଯନ୍ତ ରୋଟୀ ଫୁଲି ପ୍ରସ୍ତୁତ ହୁଏ, ସେ ଅଗ୍ନିକୁ ଉତ୍ତଜେିତ କରେ ନାହିଁ। କିନ୍ତୁ ଲୋକମାନେ ନିଜ ମନୋଭାବକୁ ଗରମ ରଖିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମସ୍ତେ ପାରଦାରିକ; ସେମାନେ ରୁଟୀ ପ୍ରସ୍ତୁତକାରୀ ଦ୍ଵାରା ଉତ୍ତପ୍ତ ତନ୍ଦୁର ସ୍ଵରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ଉସ୍କାଇବାରୁ ନିବୃତ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକମାନେ ବ୍ୟଭିଗ୍ଭରୀ ଅଟନ୍ତି। ସେମାନେ ରୋଟୀ ପ୍ରସ୍ତୁତକାରୀ ତୁନ୍ଦୁରର ଉତ୍ତପ୍ତଠାରୁ ଅଧିକ ଉତ୍ତପ୍ତ ଥିବା ତୁନ୍ଦୁର ଗ୍ଭରିପଟେ ଗ୍ଭଲନ୍ତି। ରୋଟୀ ପ୍ରସ୍ତୁତକାରୀ ଅଟା ଦଳୁଥାଏ, ଯେଉଁ ପର୍ଯ୍ୟନ୍ତ ରୋଟୀ ଫୁଲି ପ୍ରସ୍ତୁତ ହୁଏ, ସେ ଅଗ୍ନିକୁ ଉତ୍ତେଜିତ କରେ ନାହିଁ। କିନ୍ତୁ ଲୋକମାନେ ନିଜ ମନୋଭାବକୁ ଗରମ ରଖିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।