Hosea 7:5 — Compare Translations
5 translations compared side by side
Odia - 1840
"ଆମ୍ଭ ରାଜାଙ୍କ ରାଜତ୍ବକାଳ ରେ ସମାନେେ ନିଆଁକୁ ଉତ୍ତପ୍ତ କରି ଗ୍ଭଲନ୍ତି। ସମାନେେ ଭୋଜି ରେ ପାନୀଯ ଦିଅନ୍ତି। ଦ୍ରାକ୍ଷାରସର ଉତ୍ତାପ ରେ ନତେୃମଣ୍ତଳୀ ଅସୁସ୍ଥ ହାଇପଡେନ୍ତି। ତେଣୁ ରାଜା ପରମେଶ୍ବରଙ୍କୁ ଉପହାସ କରୁଥିବା ଲୋକମାନଙ୍କ ସହିତ ହାତ ମିଳାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ରାଜାଙ୍କ ରାଜତ୍ୱକାଳରେ ସେମାନେ ନିଆଁକୁ ଉତ୍ତପ୍ତ କରି ଗ୍ଭଲନ୍ତି। ସେମାନେ ଭୋଜିରେ ପାନୀୟ ଦିଅନ୍ତି। ଦ୍ରାକ୍ଷାରସର ଉତ୍ତାପରେ ନେତୃମଣ୍ତଳୀ ଅସୁସ୍ଥ ହୋଇପଡ଼ନ୍ତି। ତେଣୁ ରାଜା ପରମେଶ୍ୱରଙ୍କୁ ଉପହାସ କରୁଥିବା ଲୋକମାନଙ୍କ ସହିତ ହାତ ମିଳାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।