Hosea 7:6 — Compare Translations
5 translations compared side by side
Odia - 1840
"କୋଇଲାକୁ ଚୁଲ୍ଲୀ ରେ ଦବୋପରି ସମାନେେ ତାଙ୍କର ହୃଦଯକୁ ମନ୍ଦ ଯୋଜନା କରିବା ପାଇଁ ଏକତ୍ରୀତ କରନ୍ତି। ରାତ୍ରିସାରା ସମାନଙ୍କେ ଉତ୍କଣ୍ଠା କୁହୁଳୁ ଥାଏ ଏବଂ ଏହା ପ୍ରଭାତ ରେ ଜ୍ବଳନ୍ତ ଅଗ୍ନିପରି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତୁନ୍ଦୁରୁ ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର ରୁଟୀ ପ୍ରସ୍ତୁତକାରୀ ରାତ୍ରିଯାକ ନିଦ୍ରିତ ହୁଏ; ପ୍ରାତଃକାଳରେ ତାହା ପ୍ରଜ୍ଵଳିତ ଅଗ୍ନି ପରି ଜ୍ଵଳଇ ।
Odia Bible ERV 2004 (ପବିତ୍ର ବାଇବଲ)
କୋଇଲାକୁ ଚୁଲ୍ଲୀରେ ଦେବାପରି ସେମାନେ ତାଙ୍କର ହୃଦୟକୁ ମନ୍ଦ ଯୋଜନା କରିବା ପାଇଁ ଏକତ୍ରିତ କରନ୍ତି। ରାତ୍ରିସାରା ସେମାନଙ୍କ ଉତ୍କଣ୍ଠା କୁହୁଳୁ ଥାଏ ଏବଂ ଏହା ପ୍ରଭାତରେ ଜ୍ୱଳନ୍ତ ଅଗ୍ନିପରି ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ; ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ; ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ।