Hosea 7:8 — Compare Translations

5 translations compared side by side

Odia - 1840
"ଇଫ୍ରଯିମ ଗୋଷ୍ଠୀଗଣ ସହିତ ମିଶେ। ସେ ସହେି ପିଠା ସଦୃଶ ଯାହାର ଉଭୟ ପାଖ ସକୋ ହାଇନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ ଗୋଷ୍ଠୀଗଣ ମଧ୍ୟରେ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଲେଉଟା ନୋହିବା ପିଷ୍ଟକ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
Israel and the Nations “ଇଫ୍ରୟିମ ଗୋଷ୍ଠୀଗଣ ସହିତ ମିଶେ। ସେ ସେହି ପିଠା ସଦୃଶ ଯାହାର ଉଭୟ ପାଖ ସେକା ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ।