Hosea 7:9 — Compare Translations

5 translations compared side by side

Odia - 1840
"ଇଫ୍ରଯିମ, ଜାଣେ ନାହିଁ ତା'ର ଶକ୍ତି ବିଦେଶୀମାନଙ୍କ ଦ୍ବାରା ନିସ୍ତଜେ ହାଇୟୋଇଛି। ତା'ର ବୃଦ୍ଧାବସ୍ଥା ଆସୁଛି ବୋଲି ସେ ଜାଣେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ଵକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ, ଜାଣେ ନାହିଁ ତା’ର ଶକ୍ତି ବିଦେଶୀମାନଙ୍କ ଦ୍ୱାରା ନିସ୍ତେଜ ହୋଇଯାଇଛି। ତା’ର ବୃଦ୍ଧାବସ୍ଥା ଆସୁଛି ବୋଲି ସେ ଜାଣେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱ କେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।