Hosea 8:1 — Compare Translations

5 translations compared side by side

Odia - 1840
"ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପ ରେ ବାଜପକ୍ଷୀ ପରି ଜଗି ରୁହ। ଇଶ୍ରାୟେଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସମାନେେ ଆମ୍ଭ ବ୍ଯବସ୍ଥା ବିଷଯକୁ ଅମାନ୍ଯ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ସେ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥାର ପ୍ରତିକୂଳରେ ଅପରାଧ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିମାପୂଜା ଧ୍ୱଂସାଭିମୁଖୀ “ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପରେ ବାଜପକ୍ଷୀ ପରି ଜଗି ରୁହ। ଇସ୍ରାଏଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସେମାନେ ଆମ୍ଭ ବ୍ୟବସ୍ଥା ବିଷୟକୁ ଅମାନ୍ୟ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।