Hosea 8:12 — Compare Translations

5 translations compared side by side

Odia - 1840
"ଏପରିକି ଆମ୍ଭେ ଇଫ୍ରଯିମ ପାଇଁ 10,000 ନିଯମ ଲେଖିଲେ ମଧ୍ଯ ସେ ସଗେୁଡିକ ଅଜଣା ଦ୍ରବ୍ଯ ପରି ବିବଚେନା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ହେଁ ସେସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଆମ୍ଭେ ଇଫ୍ରୟିମ ପାଇଁ 10,000 ନିୟମ ଲେଖିଲେ ମଧ୍ୟ ସେ ସେଗୁଡ଼ିକ ଅଜଣା ଦ୍ରବ୍ୟ ପରି ବିବେଚନା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଦଶ ସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହି ସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହିସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।