Hosea 8:13 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନେ ବଳିଦାନକୁ ଭଲ ପାଆନ୍ତି। ସେ ମାଂସ ଅର୍ପଣ କରି ତାକୁ ଭକ୍ଷଣ କରନ୍ତି। ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଗ୍ରହଣ କରନ୍ତି ନାହିଁ। ସେ ସମାନଙ୍କେର ପାପକୁ ମନେ ରଖନ୍ତି। ଏଥିପାଇଁ ସେ ସମାନଙ୍କେୁ ଦଣ୍ତ ଦବେେ ଏବଂ ସମାନେେ ବନ୍ଦୀ ଭାବରେ ମିଶରକୁ ପ୍ ରରେିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ । ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି। ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ବଳିଦାନକୁ ଭଲ ପାଆନ୍ତି। ସେ ମାଂସ ଅର୍ପଣ କରି ତାକୁ ଭକ୍ଷ୍ୟଣ କରନ୍ତି। ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଗ୍ରହଣ କରନ୍ତି ନାହିଁ। ସେ ସେମାନଙ୍କର ପାପକୁ ମନେ ରଖନ୍ତି। ଏଥିପାଇଁ ସେ ସେମାନଙ୍କୁ ଦଣ୍ତ ଦେବେ ଏବଂ ସେମାନେ ବନ୍ଦୀ ଭାବରେ ମିଶରକୁ ପ୍ରେରିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରିଯିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।