Hosea 8:2 — Compare Translations

5 translations compared side by side

Odia - 1840
"ସମାନେେ ଆମ୍ଭକୁ ଚିତ୍କାର କରି କହନ୍ତି, ' ହେ ପରମେଶ୍ବର ଆମ୍ଭେ ଇଶ୍ରାୟେଲବାସୀ ତୁମ୍ଭକୁ ଜାଣୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ହେ ଆମ୍ଭର ପରମେଶ୍ଵର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆମ୍ଭକୁ ଚିତ୍କାର କରି କହନ୍ତି, ‘ହେ ପରମେଶ୍ୱର ଆମ୍ଭେ ଇସ୍ରାଏଲବାସୀ ତୁମ୍ଭକୁ ଜାଣୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, “ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ‘ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।’