Hosea 8:3 — Compare Translations

5 translations compared side by side

Odia - 1840
"କିନ୍ତୁ ଇଶ୍ରାୟେଲ ଭଲ ଜିନିଷ ଗ୍ରହଣ କରି ନଥିଲା। ତେଣୁ ଶତୃମାନେ ତାକୁ ଆକ୍ରମଣ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ଭଲ, ତାହା ଇସ୍ରାଏଲ ପକାଇ ଦେଇଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ରାଏଲ ଭଲ ଜିନିଷ ଗ୍ରହଣ କରି ନ ଥିଲା। ତେଣୁ ଶତ୍ରୁମାନେ ତାକୁ ଆକ୍ରମଣ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ।
Odia IRV 2017 (ଓଡିଆ ବାଇବେଲ)
ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ।