Hosea 8:4 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ତାଙ୍କର ରାଜା ବାଛିଲେ କିନ୍ତୁ ସମାନେେ ଆମ୍ଭ ଉପଦେଶ ମାନି ନ ଥିଲେ। ଇଶ୍ରାୟେଲୀୟମାନେ ସମାନଙ୍କେର ନେତା ବାଛିଲେ କିନ୍ତୁ ସମାନେେ ଆମ୍ଭେ ଜାଣିଥିବା ଲୋକକୁ ବାଛି ନଥିଲେ। ସମାନେେ ସୁନା ରୂପା ବ୍ଯବହାର କରି ସମାନଙ୍କେ ପାଇଁ ପ୍ରତିମା ଗଢିଲେ। ତେଣୁ ସମାନେେ ଧ୍ବଂସ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ରାଜଗଣ ସ୍ଥାପନ କରିଅଛନ୍ତି, ମାତ୍ର ଆମ୍ଭ ଦ୍ଵାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ । ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ତାଙ୍କର ରାଜା ବାଛିଲେ କିନ୍ତୁ ସେମାନେ ଆମ୍ଭ ଉପଦେଶ ମାନି ନ ଥିଲେ। ଇସ୍ରାଏଲୀୟମାନେ ସେମାନଙ୍କର ନେତା ବାଛିଲେ କିନ୍ତୁ ସେମାନେ ଆମ୍ଭେ ଜାଣିଥିବା ଲୋକକୁ ବାଛି ନ ଥିଲେ। ସେମାନେ ସୁନା, ରୂପା ବ୍ୟବହାର କରି ସେମାନଙ୍କ ପାଇଁ ପ୍ରତିମା ଗଢ଼ିଲେ। ତେଣୁ ସେମାନେ ଧ୍ୱଂସ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।”