Hosea 8:5 — Compare Translations

5 translations compared side by side

Odia - 1840
"ହେ ଶମରିଯା, ସଦାପ୍ରଭୁ ତୁମ୍ଭ ଦ୍ବାରା ପୂଜିତ ହେଉଥିବା ବାଛୁରୀ ମୂର୍ତ୍ତିକୁ ପ୍ରତ୍ଯାଖ୍ଯାନ କଲେ। ପରମେଶ୍ବର କହନ୍ତି, 'ଆମ୍ଭେ ଇଶ୍ରାୟେଲୀୟମାନଙ୍କ ଉପ ରେ ଅତ୍ଯନ୍ତ କୋର୍ଧାନ୍ବିତ।' ସମାନେେ ସମାନଙ୍କେର ପାପ ପାଇଁ ଦଣ୍ତିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଶମରିୟେ, ସେ ତୁମ୍ଭର ଗୋବତ୍ସ ପ୍ରତିମା ପକାଇ ଦେଇଅଛନ୍ତି । ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହୋଇଅଛି । ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?
Odia Bible ERV 2004 (ପବିତ୍ର ବାଇବଲ)
ହେ ଶମରିୟା, ସଦାପ୍ରଭୁ ତୁମ୍ଭ ଦ୍ୱାରା ପୂଜିତ ହେଉଥିବା ବାଛୁରି ମୂର୍ତ୍ତିକୁ ପ୍ରତ୍ୟାଖ୍ୟାନ କଲେ। ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲୀୟମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ।’ ସେମାନେ ସେମାନଙ୍କର ପାପ ପାଇଁ ଦଣ୍ତିତ ହେବେ। କେତେକ ଶ୍ରମିକ ସେହି ମୂର୍ତ୍ତି ନିର୍ମାଣ କରିଥିଲେ। ସେମାନେ କିନ୍ତୁ ଈଶ୍ୱର ନୁହନ୍ତି। ଶମରିୟାର ବାଛୁରି ମୂର୍ତ୍ତିଗୁଡ଼ିକ ଖଣ୍ତ ବିଖଣ୍ତ ହୋଇ ଭାଙ୍ଗିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?
Odia IRV 2017 (ଓଡିଆ ବାଇବେଲ)
ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?