Hosea 8:6 — Compare Translations
4 translations compared side by side
Odia - 1840
"କେତକେ ଶ୍ରମିକ ସହେି ମୂର୍ତ୍ତି ନିର୍ମାଣ କରିଥିଲେ। ସମାନେେ କିନ୍ତୁ ଈଶ୍ବର ନୁହଁନ୍ତି। ଶମରିଯାର ବାଛୁରୀ ମୂର୍ତ୍ତିଗୁଡିକ ଖଣ୍ତ ବିଖଣ୍ତ ହାଇେ ଭାଙ୍ଗିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକର ଏହା ନିର୍ମାଣ କରିଅଛି, ତାହା ଈଶ୍ଵର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ତ ଖଣ୍ତ ହୋଇ ଭଗ୍ନ ହେବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ପରମେଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ଈଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।