Hosea 8:7 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସମାନେେ ବାଯୁ ରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସମାନେେ କବଳେ ହିଁ ଦୁଃଖ ପାଇବେ। ସମାନେେ ଘୂର୍ଣ୍ଣିବାତ୍ଯାକୁ ନିମନ୍ତ୍ରଣ କଲେ। ଜମି ରେ ଉତ୍ପନ୍ନ ହେଉଥିବା ଶସ୍ଯ ଖାଦ୍ୟ ଯୋଗଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତବେେ ତାକୁ ଅଜଣା ଲୋକ ଭକ୍ଷଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ । ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯେବେ ଉତ୍ପନ୍ନ କରିବ, ବିଦେଶୀୟମାନେ ତାହା ଗ୍ରାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସେମାନେ ବାୟୁରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସେମାନେ କେବଳ ଦୁଃଖହିଁ ପାଇବେ। ସେମାନେ ଘୂର୍ଣ୍ଣିବାତ୍ୟାକୁ ନିମନ୍ତ୍ରଣ କଲେ। ଜମିରେ ଉତ୍ପନ୍ନ ହେଉଥିବା ଶସ୍ୟ ଖାଦ୍ୟ ଯୋଗାଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତେବେ ତାକୁ ଅଜଣା ଲୋକ ଭକ୍ଷ୍ୟଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।