Hosea 8:9 — Compare Translations
5 translations compared side by side
Odia - 1840
"ଗୋଟିଏ ବନ୍ଯ ଗଧ ନିଜ ସାଥି ଖାଜେିବାକୁ ଗଲାପରି, ଇଫ୍ରଯିମ ଅଶୂରକୁ ୟାଇଛନ୍ତି। ସମାନେେ ନିଜ ପାଇଁ 'ପ୍ ରମେିକମାନଙ୍କୁ' ଭଡା ରେ ଆଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇ ଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ବନ୍ୟ ଗଧ ନିଜ ସାଥୀ ଖୋଜିବାକୁ ଗଲାପରି, ଇଫ୍ରୟିମ ଅଶୂରକୁ ଯାଇଛନ୍ତି। ସେମାନେ ନିଜ ପାଇଁ ‘ପ୍ରେମିକମାନଙ୍କୁ’ ଭଡ଼ାରେ ଆଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇ ଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।