Hosea 9:1 — Compare Translations
5 translations compared side by side
Odia - 1840
"ହେ ଇଶ୍ରାୟେଲ, କୌଣସି ଉତ୍ସବ ପାଳନ କର ନାହିଁ। ଅନ୍ୟ ଦେଶପରି ଖୁସି ହୁଅ ନାହିଁ। ତୁମ୍ଭେ ଜଣେ ଗଣିକା ପରି ବ୍ଯବହାର କଲ ଓ ପରମେଶ୍ବରଙ୍କୁ ଭୁଲିଗଲ। ତୁମ୍ଭମାନେେ ପ୍ରତି ଶସ୍ଯଖଳା ରେ ୟୌନ ଅପରାଧମୂଳକ ପାପ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ନିର୍ବାସିତମାନଙ୍କର ଦୁଃଖ ହେ ଇସ୍ରାଏଲ, କୌଣସି ଉତ୍ସବ ପାଳନ କର ନାହିଁ। ଅନ୍ୟ ଦେଶପରି ଖୁସୀ ହୁଅ ନାହିଁ। ତୁମ୍ଭେ ଜଣେ ଗଣିକା ପରି ବ୍ୟବହାର କଲ ଓ ପରମେଶ୍ୱରଙ୍କୁ ଭୁଲିଗଲ। ତୁମ୍ଭେମାନେ ପ୍ରତି ଶସ୍ୟଖଳାରେ ଯୌନ ଅପରାଧମୂଳକ ପାପ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।