Hosea 9:10 — Compare Translations
5 translations compared side by side
Odia - 1840
"ସହେି ସମୟରେ ଆମ୍ଭେ ଇଶ୍ରାୟେଲକୁ ପାଇଲୁ, ସମାନେେ ମରୁଭୂମିରେ ସତଜେ ଦ୍ରାକ୍ଷାଲତା ସଦୃଶ ଥିଲେ। ସମାନେେ ଡିମିରି ଗଛର ପ୍ରଥମ ଫଳ ସଦୃଶ ଥିଲେ। କିନ୍ତୁ ସମାନେେ ଯେତବେେଳେ ବାଲ-ପିୟୋର ନିକଟକୁ ଆସିଲେ ସମାନେେ ଲଜ୍ଜାସ୍ପଦ ମୂର୍ତ୍ତିଗୁଡିକୁ ଭକ୍ତି କଲେ। ତା'ପ ରେ ସମାନେେ ଭଲ ପାଉଥିବା ଜିନିଷଗୁଡିକ ଘୃଣ୍ଯ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ଵ ଫଳର ନ୍ୟାୟ ତୁମ୍ଭର ପିତୃପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପୀୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିମାପୂଜା ଲାଗି ଇସ୍ରାଏଲ ଧ୍ୱଂସ ହୁଏ “ସେହି ସମୟରେ ଆମ୍ଭେ ଇସ୍ରାଏଲକୁ ପାଇଲୁ, ସେମାନେ ମରୁଭୂମିରେ ସତେଜ ଦ୍ରାକ୍ଷାଲତା ସଦୃଶ ଥିଲେ। ସେମାନେ ଡିମ୍ବିରି ଗଛର ପ୍ରଥମ ଫଳ ସଦୃଶ ଥିଲେ। କିନ୍ତୁ ସେମାନେ ଯେତେବେଳେ ବାଲ୍-ପିୟୋର ନିକଟକୁ ଆସିଲେ ସେମାନେ ଲଜ୍ଜାସ୍ପଦ ମୂର୍ତ୍ତିଗୁଡ଼ିକୁ ଭକ୍ତି କଲେ। ତା’ପରେ ସେମାନେ ଭଲ ପାଉଥିବା ଜିନିଷଗୁଡ଼ିକ ଘୃଣ୍ୟ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।