Hosea 9:11 — Compare Translations
5 translations compared side by side
Odia - 1840
"ଇଫ୍ରଯିମର ଗୌରବ ପକ୍ଷୀ ସଦୃଶ ଉଡିୟିବ। ଅଧିକ ଗର୍ଭଧାରଣ ହବେନାହିଁ, ଅଧିକ ଶିଶୁ ଜନ୍ମ ହବେନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ନିଃସନ୍ତାନ ହେବେ “ଇଫ୍ରୟିମର ଗୌରବ ପକ୍ଷୀ ସଦୃଶ ଉଡ଼ିଯିବ। ଅଧିକ ଗର୍ଭଧାରଣ ହେବ ନାହିଁ, ଅଧିକ ଶିଶୁ ଜନ୍ମ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।