Hosea 9:12 — Compare Translations
5 translations compared side by side
Odia - 1840
"ଯଦିଓ ଇଶ୍ରାୟେଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସମାନଙ୍କେୁ ସାହାୟ୍ଯ କରିବ ନାହିଁ। ଆମ୍ଭେ ସମାନଙ୍କେଠାରୁ ସମାନଙ୍କେର ପିଲାମାନଙ୍କୁ ନଇୟିବୋ। ଆମ୍ଭେ ସମାନଙ୍କେୁ ପରିତ୍ଯାଗ କରିବା। ଫଳ ରେ ସମାନଙ୍କେର ଦୁଃଖ ବ୍ଯତୀତ ଆଉ କିଛି ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ହିଁ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ଇସ୍ରାଏଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସେମାନଙ୍କୁ ସାହାଯ୍ୟ କରିବ ନାହିଁ। ଆମ୍ଭେ ସେମାନଙ୍କଠାରୁ ସେମାନଙ୍କର ପିଲାମାନଙ୍କୁ ନେଇଯିବା। ଆମ୍ଭେ ସେମାନଙ୍କୁ ପରିତ୍ୟାଗ କରିବା। ଫଳରେ ସେମାନଙ୍କର ଦୁଃଖ ବ୍ୟତୀତ ଆଉ କିଛି ରହିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!